• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ଆଜି ୩୦ଜିଲ୍ଲାରେ ମଞ୍ଚସ୍ଥ ହେବ ନାଟକ ‘ଗାନ୍ଧିଙ୍କ ଓଡ଼ିଶା’

ଆଜି ୩୦ଜିଲ୍ଲାରେ ମଞ୍ଚସ୍ଥ ହେବ ନାଟକ ‘ଗାନ୍ଧିଙ୍କ ଓଡ଼ିଶା’

March 23, 2021 By LocalWire Leave a Comment

ଭୁବନେଶ୍ୱର, ମାର୍ଚ୍ଚ ୨୩(ଲୋକାଲ ୱାୟାର): ଗାନ୍ଧିଙ୍କ ଓଡ଼ିଶା ଆଗମନର ୧୦୦ବର୍ଷ ପୂର୍ତ୍ତି ଉତ୍ସବ ଉପଲକ୍ଷେ ଆଜି ମଙ୍ଗଳବାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସ୍ୱତନ୍ତ୍ର ଆୟୋଜନ କରିଛି ।

୩୦ଟି ଜିଲ୍ଲାରେ ୩୦ଟି ନାଟ୍ୟଦଳ, ୩୦ ଜଣ ନିଦେ୍ର୍ଦଶକ ୯୩୦ଜଣ କଳାକାରଙ୍କୁ ନେଇ ପରିବେଷଣ କରିବେ ନାଟକ ‘ଗାନ୍ଧିଙ୍କ ଓଡ଼ିଶା’ ।

କିନ୍ତୁ ଏହାର ନାଟ୍ୟକାର ଜଣେ । ସେ ହେଉଛନ୍ତି ଶଙ୍କର ତ୍ରିପାଠୀ । ଏହା ଏକ ରେକର୍ଡ ।

ପ୍ରଥମ ଥର ପାଇଁ ନାଟକକୁ ନେଇ ଏତେ ବଡ଼ ଆୟୋଜନ ବୋଧହୁଏ କେଉଁଠି ହୋଇନାହିଁ ।

ତେଣୁ ଏହାକୁ ନେଇ ରେକର୍ଡ ଲକ୍ଷ୍ୟରେ ରହିଛି ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ।

ସେଥିପାଇଁ ଠିକ୍ ସନ୍ଧ୍ୟାରେ ପ୍ରତି ଜିଲ୍ଲାର ମଞ୍ଚରେ ପରଦା ଖୋଲିବ ଆଉ ନାଟକ ଆରମ୍ଭ ହେବ ବୋଲି ସାମ୍ବାଦିକ ସମ୍ମିଳନୀରେ ଏକାଡେମୀ ସଚିବ ପ୍ରବୋଧ ରଥ କହିଛନ୍ତି ।

ଏହି ସ୍ମରଣୀୟ ଦିନକୁ ଐତିହାସିକ ଦିନର ରୂପ ଦେଇ ଚିରକାଳ ସାଇତି ରଖିବ ଏ ନାଟକ ।

ସାରା ରାଜ୍ୟରେ ନାଟକ ପ୍ରଦର୍ଶିତ ହେବ କିନ୍ତୁ ରାଜ୍ୟର ୪ଟି ସହର ଭୁବନେଶ୍ୱର, ଭବାନୀପାଟଣା, ବାଲେଶ୍ୱର ଓ ବ୍ରହ୍ମପୁରରେ ରାଜ୍ୟସ୍ତରୀୟ ଆୟୋଜନ ହେବ ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକାଲ ୱାୟାର ନୂଆ ଡିଜାଇନ

ଲୋକପ୍ରିୟ

କୋଭିଡ-୧୯ ମହାମାରୀ ବିରୋଧରେ ଓଡିଶାର ଲଢେଇ: ଏକ ବିହଙ୍ଗାବଲୋକନ

କୋଭିଡ-୧୯ ନିୟନ୍ତ୍ରଣ ଓ ମୁକାବିଲାରେ ଦେଶର ଶୀର୍ଷ ଦୁଇଟି ରାଜ୍ୟ ମଧ୍ୟରେ ଥିବାରୁ କେନ୍ଦ୍ର ସରକାର ଓଡ଼ିଶାକୁ ପ୍ରଶଂସା କରିଛନ୍ତି ।

କୋଭିଡ-୧୯ ସଙ୍କଟକୁ ସଫଳ ଭାବେ ମୁକାବିଲା କରିଥିବା କେରଳ ଓ ଓଡ଼ିଶାକୁ ବିଶ୍ୱ ଅର୍ଥନୈତିକ ଫୋରମ ପ୍ରଶଂସା କରିଛି ।

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ଅଧିକ ବିଶେଷ ଖବର

Copyright © 2021 · LocalWire