ଭୁବନେଶ୍ୱର, ନଭେମ୍ବର ୨୪ (ଲୋକାଲ ୱାୟାର) : କଟକ ବଡ଼ମେଡିକାଲର କାର୍ଡିଓଥୋରାସିସ ବିଭାଗରେ ଅକ୍ସିଜେନ ପାଇପ୍ ଲିକ୍ ହୋଇଥିବାରୁ ଓପନ ହାର୍ଟ ସର୍ଜରୀ ବନ୍ଦ ରହିଛି ବୋଲି ମେଡିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
ଫଳରେ ସ୍ଥିତି ସ୍ୱାଭାବିକ ହେବା ଯାଏ ଏସସିବିରେ ଓପନ୍ ହାର୍ଟ ସର୍ଜରୀ ବନ୍ଦ ରହିବ ବୋଲି ସୂଚନା ମିଳିଛି ।
ଆଇସିୟୁ ଏବଂ ଓଟିରେ ସର୍ଜରୀ ବନ୍ଦ ରହିବା।
ଅତି ଗୁରୁତର ରୋଗୀଙ୍କୁ ଅନ୍ୟ ବିଭାଗକୁ ସ୍ଥାନାନ୍ତର କରାଯାଇଛି ।
ପାଇପରେ ଲିକ୍ ଅକ୍ସିଜେନ୍ ପ୍ଲାଣ୍ଟକୁ ବନ୍ଦ ରଖାଯାଇଛି ।
ଲୋକାଲ ୱାୟାର
Leave a Reply