Categories: Odia

ଗୋଟିଏ ଦିନରେ ରାଜ୍ୟରେ ୧୫୪ ପଜିଟିଭ

୩,୩୪,୦୨୦ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩,୩୦, ୫୪୫ ଜଣ ସୁସ୍ଥ ହୋଇଛନ୍ତି । ୧୫୧୯ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୯୦୩ ଜଣଙ୍କର ମୃତ୍ୟୁ ହୋଇଛି ।

ଭୁବନେଶ୍ୱର, ଜାନୁଆରୀ ୨୨ (ଲୋକାଲ ୱାୟାର) : ଗତ ୨୪ ଘଣ୍ଟାରେ ରାଜ୍ୟର ୨୧ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍‌ରୁ ୧୫୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ଶୁକ୍ରବାର ସ୍ୱାସ୍ଥ୍ୟ ବିଭାଗ କହିଛି ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୬୫ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।

୧୫୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୦, ବାଲେଶ୍ୱରରୁ ୧୧, ବରଗଡ଼ରୁ ୯ , ଭଦ୍ରକରୁ ୮, ବଲାଙ୍ଗିରରୁ ୩, ବୌଦ୍ଧରୁ ୧, କଟକରୁ ୯, ଢେଙ୍କାନାଳରୁ ୧, ଗଜପତିରୁ ୩, ଜଗତସିଂହପୁରରୁ ୫, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୬, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୫, ଖୋର୍ଦ୍ଧାରୁ ୧୨, ନୟାଗଡରୁ ୧, ନୂଆପଡ଼ାରୁ ୪, ପୁରୀରୁ ୧୮, ସମ୍ବଲପୁରରୁ ୧୯, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୧୮ ଏବଂ ଷ୍ଟେଟ୍ ଫୁଲ୍‌ରୁ ୨ ଜଣ ଅଛନ୍ତି ।

ଉଲ୍ଲେଖଯୋଗ୍ୟ, ଶୁକ୍ରବାର ସକାଳ ସୁଦ୍ଧା ରାଜ୍ୟରେ ୭୫,୦୧, ୬୯୧ କରୋନା ନମୁନା ପରୀକ୍ଷଣ ହୋଇଛି ।

୩,୩୪,୦୨୦ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩,୩୦, ୫୪୫ ଜଣ ସୁସ୍ଥ ହୋଇଛନ୍ତି ।

୧୫୧୯ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୯୦୩ ଜଣଙ୍କର ମୃତ୍ୟୁ ହୋଇଛି ।

ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।

ଲୋକାଲ ୱାୟାର

LocalWire

Recent Posts

‘ୱୁହାନରୁ ଓଡ଼ିଶା’ ଚଳଚ୍ଚିତ୍ରର ମହୁରତ

ବ୍ୟବସାୟଧର୍ମୀ ନୁହେଁ, ଏହା ଏକ ଭିନ୍ନ ଧରଣର ଚଳଚ୍ଚିତ୍ର ହେବ ବୋଲି ମହୁରତ ଅବସରରେ ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା…

20 hours ago

ସମ୍ବଲପୁରରେ ଓଡ଼ିଶୀ ସଙ୍ଗୀତ ଉତ୍ସବ

ସମ୍ବଲପୁର ଜିଲ୍ଲା ପ୍ରଶାସନ ଏବଂ ସମ୍ବଲପୁର କଳା ପରିଷଦ ସହଯୋଗରେ ସମ୍ବଲପୁର ଜିଲ୍ଲା ପ୍ରେକ୍ଷାଳୟ ‘ତପସ୍ୱିନୀ’ରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି…

20 hours ago

‘ସିଲଭର ଗାନ୍ଧି’କୁ ପୁରସ୍କାର ପରେ ପୁରସ୍କାର

ଏହାକୁ ମିଶାଇ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ସର୍ବମୋଟ୍ ୨୫ଟି ପୁରସ୍କାର ଲାଭ କରିବା ସହିତ ବିରଳ ରେକର୍ଡ ହାସଲ…

20 hours ago

ଓଲିଉଡକୁ ଫେରିଲେ ଅଭିନେତ୍ରୀ ସସ୍ମିତା

ନବେ ଦଶକର ଏହି ଅପ୍ରତିଦ୍ୱନ୍ଦ୍ୱୀ ନାୟିକା ଜଣକ ହେଉଛନ୍ତି ସସ୍ମିତା ପ୍ରଧାନ । ‘କି ହେବ ଶୁଆ ପୋଷିଲେ' ଫିଲ୍ମରୁ…

20 hours ago

ରାଜସ୍ଥାନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ମାତୃଭାଷା ଦିବସ

ଏଥିରେ ବିଶ୍ୱବିଦ୍ୟାଳୟର ଉପକୂଳପତି ପ୍ରଫେସର ନୀରଜ ଗୁପ୍ତା ସଭାପତିତ୍ୱ କରିଥିଲେ । ସାଂସ୍କୃତିକ କମିଟି ଅଧ୍ୟକ୍ଷ ଡଃ ଶୁଭାଶିଷ୍ ଭଦ୍ର…

20 hours ago

ଖଦୀ ପ୍ରଦର୍ଶନୀର ୬୦ ଷ୍ଟଲରେ ଚାଲିଛି କାରବାର

ଏହି ମେଳାରେ ୬୦ଟି ଷ୍ଟଲରେ କାର୍ପାସ, ସିଲ୍କ ଓ ମସଲିନ୍ ଖଦି ପ୍ରସ୍ତୁତ ଶାଢୀ, ଲୁଙ୍ଗି, ଗାମୁଛା ଓ ବିଭିନ୍ନ…

21 hours ago

This website uses cookies.