ଭୁବନେଶ୍ୱର, ଡିସେମ୍ବର ୩୦(ଲୋକାଲ ୱାୟାର): ରାଜଧାନୀ ଭୁବନେଶ୍ୱରରେ ଆଜି ଆଉ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ସୁସ୍ଥ ହୋଇଥିବା ବିଏମସି କହିଛି ।
ଆଜି ଚିହ୍ନଟ ୨୦ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୬ ଜଣ କ୍ୱାରେଣ୍ଟାଇନରେ ଅଛନ୍ତି ଏବଂ ୧୪ ଜଣ ସ୍ଥାନୀୟ ସଂକ୍ରମିତ ।
ଏ ପର୍ଯ୍ୟନ୍ତ ରାଜଧାନୀରେ ମୋଟ ୩୧ ହଜାର ୬୧୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।
ସେମାନଙ୍କ ମଧ୍ୟରୁ ୨୩୯ ଜଣଙ୍କ ମୃତ୍ଯୁ ହୋଇଛି ଏବଂ ୩୧ ହଜାର ୯୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜଧାନୀରେ ୨୬୩ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି ।
ଲୋକାଲ ୱାୟାର
Leave a Reply