ଭୁବନେଶ୍ୱର, ଡିସେମ୍ବର ୨୨ (ଲୋକାଲ ୱାୟାର) : ରାଜ୍ୟରେ ମଙ୍ଗଳବାର ଆଉ ୩୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି ।
ଏ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୩, ୨୨, ୩୪୪ ଜଣ ଆରୋଗ୍ୟ ହୋଇଛନ୍ତି ।
ଆଜି ସୁନ୍ଦରଗଡ଼ରୁ ୭୧, ଖୋର୍ଦ୍ଧା ଜିଲ୍ଲାରୁ ୩୮, ଅନୁଗୁଳରୁ ୩୭, ସମ୍ବଲପୁରରୁ ୨୭, ବରଗଡରୁ ୨୬, ମୟୂରଭଞ୍ଜରୁ ୨୫, କଟକରୁ ୨୧, ବାଲେଶ୍ଵରରୁ ୨୦, ଯାଜପୁରରୁ ୧୬, ନୂଆପଡାରୁ ୧୫, ପୁରୀରୁ ୧୩, ବଲାଙ୍ଗୀରରୁ ୧୧ ଓ କେନ୍ଦୁଝରରୁ ୧୦ ଜଣ ସୁସ୍ଥ ହୋଇଛନ୍ତି ।
ସେହିପରି ଜଗତସିଂହପୁରରୁ ୮, ଗଞ୍ଜାମରୁ ୭, ଝାରସୁଗୁଡାରୁ ୬, କଳାହାଣ୍ଡିରୁ ୬, କେନ୍ଦ୍ରାପଡାରୁ ୬, ଭଦ୍ରକରୁ ୩, କୋରାପୁଟରୁ ୩, ନବରଙ୍ଗପୁରରୁ ୩, ବୌଦ୍ଧରୁ ୨, ଢେଙ୍କାନାଳରୁ ୨, ନୟାଗଡରୁ ୨, ଦେବଗଡରୁ ୧, ମାଲକାନଗିରିରୁ ୧ ଏବଂ ଷ୍ଟେଟ୍ ପୁଲ୍ରୁ ୮ ଜଣ ଆରୋଗ୍ୟ ହୋଇଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ ୩,୨୬, ୯୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୪୩ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଲୋକାଲ ୱାୟାର
Leave a Reply