• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics

କରୋନା

ରାଜ୍ୟରେ ଦିନକରେ ଆଉ ୨୨୪ ଆକ୍ରାନ୍ତ ସୁସ୍ଥ

January 21, 2021 By LocalWire Leave a Comment

ଭୁବନେଶ୍ୱର, ଜାନୁଆରୀ ୨୧ (ଲୋକାଲ ୱାୟାର) : ରାଜ୍ୟରେ ଗୁରୁବାର ଆଉ ୨୨୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି ।

ଏ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୩, ୩୦, ୫୪୫ ଜଣ ଆରୋଗ୍ୟ ହୋଇଛନ୍ତି ।

ଆରୋଗ୍ୟଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୩ ଜଣ ଥିବାବେଳେ ଅନୁଗୁଳରୁ ୨୮, ଝାରସୁଗଡ଼ାରୁ ୧୮, ବରଗଡ଼ରୁ ୧୬, ସମ୍ବଲପୁରରୁ ୧୫, ବାଲେଶ୍ୱରରୁ ୧୪, ଯାଜପୁରରୁ ୧୪, ଖୋର୍ଦ୍ଧାରୁ ୧୪, କୋରାପୁଟରୁ ୧୦, ପୁରୀରୁ ୧୦, ନୂଆପଡ଼ାରୁ ୬, ଗଞ୍ଜାମରୁ ୪, କଳାହାଣ୍ଡିରୁ ୪, ବଲାଙ୍ଗୀରରୁ ୩, ଜଗତସିଂହପୁରରୁ ୩, କେନ୍ଦୁଝରରୁ ୩, ସୋନପୁରରୁ ୩, କଟକରୁ ୨, ଦେବଗଡ଼ରୁ ୨, ଗଜପତିରୁ ୨, ମୟୂରଭଞ୍ଜରୁ ୨, ରାୟଗଡ଼ାରୁ ୨, ଭଦ୍ରକରୁ ୧, ମାଲକାନଗିରିରୁ ୧, ନୟାଗଡ଼ରୁ ୧ ଏବଂ ଷ୍ଟେଟ୍ ପୁଲ୍ରୁ ୩ ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ ୩,୩୩,୮୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୯୦୩ ଜଣଙ୍କର ମୃତ୍ୟୁ ହୋଇଛି ।

ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, କରୋନା

ଗୋଟିଏ ଦିନରେ ରାଜ୍ୟରେ ୧୪୩ ପଜିଟିଭ, ୧ ମୃତ

January 21, 2021 By LocalWire Leave a Comment

ଭୁବନେଶ୍ୱର, ଜାନୁଆରୀ ୨୧ (ଲୋକାଲ ୱାୟାର) : ଗତ ୨୪ ଘଣ୍ଟାରେ ରାଜ୍ୟର ୨୩ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍‌ରୁ ୧୪୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣକର ମୃତ୍ୟୁ ଘଟିଛି ବୋଲି ଗୁରୁବାର ସ୍ୱାସ୍ଥ୍ୟ ବିଭାଗ କହିଛି ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୫୯ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।

୧୪୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୩, ବାଲେଶ୍ୱରରୁ ୮, ବରଗଡ଼ରୁ ୧୨, ବଲାଙ୍ଗିରରୁ ୨, ବୌଦ୍ଧରୁ ୧, କଟକରୁ ୬, ଦେବଗଡରୁ ୧, ଗଜପତିରୁ ୧, ଗଞ୍ଜାମ ୪, ଜଗତସିଂହପୁରରୁ ୪, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୯, କୋରାପୁଟରୁ ୨, ମୟୂରଭଞ୍ଜରୁ ୨, ନୂଆପଡ଼ାରୁ ୪, ପୁରୀରୁ ୨୩, ସମ୍ବଲପୁରରୁ ୧୬, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୧୭ ଏବଂ ଷ୍ଟେଟ୍ ଫୁଲ୍‌ରୁ ୧ ଜଣ ଅଛନ୍ତି ।

ଉଲ୍ଲେଖଯୋଗ୍ୟ, ଗୁରୁବାର ସକାଳ ସୁଦ୍ଧା ରାଜ୍ୟରେ ୭୪,୭୭, ୭୫୭ କରୋନା ନମୁନା ପରୀକ୍ଷଣ ହୋଇଛି ।

୩,୩୩,୮୬୬ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩,୩୦, ୩୨୧ ଜଣ ସୁସ୍ଥ ହୋଇଛନ୍ତି ।

୧୫୮୯ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୯୦୩ ଜଣଙ୍କର ମୃତ୍ୟୁ ହୋଇଛି ।

ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, କରୋନା

ରାଜ୍ୟରେ ଦିନକରେ ଆଉ ୨୭୦ ଆକ୍ରାନ୍ତ ସୁସ୍ଥ

January 20, 2021 By LocalWire Leave a Comment

ଭୁବନେଶ୍ୱର, ଜାନୁଆରୀ ୨୦ (ଲୋକାଲ ୱାୟାର) : ରାଜ୍ୟରେ ବୁଧବାର ଆଉ ୨୭୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି ।

ଏ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୩, ୩୦, ୩୨୧ ଜଣ ଆରୋଗ୍ୟ ହୋଇଛନ୍ତି ।

ଆରୋଗ୍ୟଙ୍କ ମଧ୍ୟରେ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩୭ ଜଣ ଥିବାବେଳେ ଅନୁଗୁଳରୁ ୨୮, ବରଗଡ଼ରୁ ୨୩, ପୁରୀରୁ ୨୦, ଝାରସୁଗୁଡ଼ାରୁ ୧୭, ସୁନ୍ଦରଗଡ଼ରୁ ୧୪, ଗଜପତି, କନ୍ଧମାଳ, ଖୋର୍ଦ୍ଧା ଓ ଯାଜପୁରରୁ ୧୦ ଜଣ ଲେଖାଏଁ, ବାଲେଶ୍ୱର, କୋରାପୁଟ, ମୟୂରଭଞ୍ଜ ଓ ରାୟଗଡ଼ାରୁ ୯ ଜଣ ଲେଖାଏଁ, ବଲାଙ୍ଗୀର ଓ କଳାହାଣ୍ଡିରୁ ୮ ଜଣ ଲେଖାଏଁ, କଟକ, କେନ୍ଦ୍ରାପଡ଼ା ଓ ନୂଆପଡ଼ାରୁ ୫ ଜଣ ଲେଖାଏଁ, ମାଲକାନଗିରି ଓ ସୋନପୁରରୁ ୪ ଜଣ ଲେଖାଏଁ, ଭଦ୍ରକଳ ଦେବଗଡ଼ ଓ ଜଗତସିଂହପୁରରୁ ୩ ଜଣ ଲେଖାଏଁ, ଗଞ୍ଜାମରୁ ୨, ବୌଦ୍ଧ, କେନ୍ଦୁଝର ଓ ନୟାଗଡ଼ରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ ୩,୩୩,୭୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୯୦୨ ଜଣଙ୍କର ମୃତ୍ୟୁ ହୋଇଛି ।

ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, କରୋନା

ଗୋଟିଏ ଦିନରେ ରାଜ୍ୟରେ ୧୫୭ ପଜିଟିଭ

January 20, 2021 By LocalWire Leave a Comment

ଭୁବନେଶ୍ୱର, ଜାନୁଆରୀ ୨୦ (ଲୋକାଲ ୱାୟାର) : ଗତ ୨୪ ଘଣ୍ଟାରେ ରାଜ୍ୟର ୨୪ଟି ଜିଲ୍ଲା ଓ ଷ୍ଟେଟ ଫୁଲ୍‌ରୁ ୧୫୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ବୁଧବାର ସ୍ୱାସ୍ଥ୍ୟ ବିଭାଗ କହିଛି ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୬୪ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।

୧୫୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୮, ବାଲେଶ୍ୱରରୁ ୧୨, ବରଗଡ଼ରୁ ୭, ଭଦ୍ରକରୁ ୧, ବଲାଙ୍ଗିରରୁ ୩, ବୌଦ୍ଧରୁ ୧, କଟକରୁ ୫, ଗଜପତିରୁ ୨, ଗଞ୍ଜାମରୁ ୩, ଜଗତସିଂହପୁରରୁ ୪, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୨, କନ୍ଧମାଳରୁ ୧, ଖୋର୍ଦ୍ଧାରୁ ୮ , କୋରାପୁଟରୁ ୨, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୧, ନୂଆପଡ଼ାରୁ ୯, ପୁରୀରୁ ୨୦, ରାୟଗଡାରୁ ୨, ସମ୍ବଲପୁରରୁ ୧୮, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୩୦ ଏବଂ ଷ୍ଟେଟ୍ ଫୁଲ୍‌ରୁ ୨ ଜଣ ଅଛନ୍ତି ।

ଉଲ୍ଲେଖଯୋଗ୍ୟ, ବୁଧବାର ସକାଳ ସୁଦ୍ଧା ରାଜ୍ୟରେ ୭୪,୫୨, ୦୨୦ କରୋନା ନମୁନା ପରୀକ୍ଷଣ ହୋଇଛି ।

୩,୩୩,୭୨୩ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩,୩୦, ୦୫୧ ଜଣ ସୁସ୍ଥ ହୋଇଛନ୍ତି।

୧୭୧୭ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୯୦୨ ଜଣଙ୍କର ମୃତ୍ୟୁ ହୋଇଛି ।

ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, କରୋନା

ରାଜ୍ୟରେ ଦିନକରେ ଆଉ ୨୫୦ ଆକ୍ରାନ୍ତ ସୁସ୍ଥ

January 19, 2021 By LocalWire Leave a Comment

ଭୁବନେଶ୍ୱର, ଜାନୁଆରୀ ୧୯ (ଲୋକାଲ ୱାୟାର) : ରାଜ୍ୟରେ ମଙ୍ଗଳବାର ଆଉ ୨୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି ।

ଏ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୩, ୩୦, ୦୫୧ ଜଣ ଆରୋଗ୍ୟ ହୋଇଛନ୍ତି ।

ଆରୋଗ୍ୟଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୦ ଜଣ ଥିବାବେଳେ କଟକରୁ ୨୪, ସମ୍ବଲପୁରରୁ ୨୧, ଅନୁଗୁଳ, ବରଗଡ଼ ଓ ଝାରସୁଗଡ଼ାରୁ ୧୮ ଜଣ ଲେଖାଏଁ, ବଲାଙ୍ଗୀରରୁ ୧୬, ପୁରୀରୁ ୧୨, ଖୋର୍ଦ୍ଧାରୁ ୧୦, ଯାଜପୁରରୁ ୯, କେନ୍ଦୁଝର, ମୟୂରଭଞ୍ଜ ଓ ରାୟଗଡ଼ାରୁ ୮ ଜଣ ଲେଖାଏଁ, ଗଜପତିରୁ ୭, ଭଦ୍ରକ ଓ କୋରାପୁଟରୁ ୬ ଜଣ ଲେଖାଏଁ, ନୂଆପଡ଼ାରୁ ୫, କଳାହାଣ୍ଡି ଓ ସୋନପୁରରୁ ୩ ଜଣ ଲେଖାଏଁ, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେବଗଡ଼, ଗଞ୍ଜାମ ଓ ଜଗତସିଂହପୁରରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ ୩,୩୩,୫୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୯୦୨ ଜଣଙ୍କର ମୃତ୍ୟୁ ହୋଇଛି ।

ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, କରୋନା

ଗୋଟିଏ ଦିନରେ ରାଜ୍ୟରେ ୧୨୨ ପଜିଟିଭ, ୧ ମୃତ

January 19, 2021 By LocalWire Leave a Comment

ଭୁବନେଶ୍ୱର, ଜାନୁଆରୀ ୧୯ (ଲୋକାଲ ୱାୟାର) : ଗତ ୨୪ ଘଣ୍ଟାରେ ରାଜ୍ୟର ୧୮ଟି ଜିଲ୍ଲା ଓ ଷ୍ଟେଟ ଫୁଲ୍‌ରୁ ୧୨୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣକର ମୃତ୍ୟୁ ଘଟିଛି ବୋଲି ମଙ୍ଗଳବାର ସ୍ୱାସ୍ଥ୍ୟ ବିଭାଗ କହିଛି ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୫୦ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।

୧୨୨ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୦, ବାଲେଶ୍ୱରରୁ ୧, ବରଗଡ଼ରୁ ୬, ଭଦ୍ରକରୁ ୫, ବଲାଙ୍ଗିରରୁ ୨, କଟକରୁ ୩, ଦେବଗଡରୁ ୧, ଗଞ୍ଜାମ ୪, ଜଗତସିଂହପୁରରୁ ୧, ଯାଜପୁରରୁ ୨, ଝାରସୁଗୁଡ଼ାରୁ ୪, ଖୋର୍ଦ୍ଧାରୁ ୫, ମୟୂରଭଞ୍ଜରୁ ୩, ନୂଆପଡ଼ାରୁ ୬, ପୁରୀରୁ ୧୭, ସମ୍ବଲପୁରରୁ ୨୩, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୨୬ ଏବଂ ଷ୍ଟେଟ୍ ଫୁଲ୍‌ରୁ ୧ ଜଣ ଅଛନ୍ତି ।

ଉଲ୍ଲେଖଯୋଗ୍ୟ, ମଙ୍ଗଳବାର ସକାଳ ସୁଦ୍ଧା ରାଜ୍ୟରେ ୭୪,୨୬, ୦୯୧ କରୋନା ନମୁନା ପରୀକ୍ଷଣ ହୋଇଛି ।

୩,୩୩,୫୬୬ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩,୨୯, ୮୦୧ ଜଣ ସୁସ୍ଥ ହୋଇଛନ୍ତି ।

୧୮୧୦ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୯୦୨ ଜଣଙ୍କର ମୃତ୍ୟୁ ହୋଇଛି ।

ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, କରୋନା

ରାଜ୍ୟରେ ଦିନକରେ ଆଉ ୨୫୫ ଆକ୍ରାନ୍ତ ସୁସ୍ଥ

January 18, 2021 By LocalWire Leave a Comment

ଭୁବନେଶ୍ୱର, ଜାନୁଆରୀ ୧୮ (ଲୋକାଲ ୱାୟାର) : ରାଜ୍ୟରେ ସୋମବାର ଆଉ ୨୫୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି ।

ଏ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୩, ୨୯, ୮୦୧ ଜଣ ଆରୋଗ୍ୟ ହୋଇଛନ୍ତି ।

ଆରୋଗ୍ୟଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଗଜପତିରୁ ସର୍ବାଧିକ ୨୩ ଜଣ ଲେଖାଏଁ ଥିବାବେଳେ ବଲାଙ୍ଗୀରରୁ ୧୯, ଅନୁଗୁଳ, ସମ୍ବଲପୁର ଓ ଝାରସୁଗୁଡ଼ାରୁ ୧୬ ଜଣ ଲେଖାଏଁ, ବରଗଡ଼ରୁ ୧୫, କେନ୍ଦୁଝରରୁ ୧୩, ମୟୂରଭଞ୍ଜରୁ ୧୨, ଯାଜପୁରରୁ ୧୦, କଟକ ଓ ପୁରୀରୁ ୯ ଜଣ ଲେଖାଏଁ, କଳାହାଣ୍ଡି, ମାଲକାନଗିରି ଓ ସୁନ୍ଦରଗଡ଼ରୁ ୮ ଜଣ ଲେଖାଏଁ, କୋରାପୁଟ ଓ ରାୟଗଡ଼ାରୁ ୬ ଜଣ ଲେଖାଏଁ, ଦେବଗଡ଼ ଓ କେନ୍ଦ୍ରାପଡ଼ାରୁ ୫ ଜଣ ଲେଖାଏଁ, ନୂଆପଡ଼ାରୁ ୪, ବୌଦ୍ଧ, ଢେଙ୍କାନାଳ ଓ ସୋନପୁରରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଜଗତସିଂହପୁର ଓ ନବରଙ୍ଗପୁରରୁ ୨ ଜଣ ଲେଖାଏଁ, ନୟାଗଡ଼ରୁ ୧ ଏବଂ ଷ୍ଟେଟ୍ ପୁଲ୍ରୁ ୪ ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ ୩,୩୩,୪୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୯୦୧ ଜଣଙ୍କର ମୃତ୍ୟୁ ହୋଇଛି ।

ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, କରୋନା

ଭୁବନେଶ୍ୱରରେ ଆଜି ୫ ନୂଆ କରୋନା ଆକ୍ରାନ୍ତ, ୭ ସୁସ୍ଥ ହେଲେ

January 18, 2021 By LocalWire Leave a Comment

ଭୁବନେଶ୍ୱର, ଜାନୁଆରୀ ୧୮(ଲୋକାଲ ୱାୟାର): ରାଜଧାନୀ ଭୁବନେଶ୍ୱରରେ ସୋମବାର ଆଉ ୫ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭ ଜଣ ସୁସ୍ଥ ହୋଇଥିବା ବିଏମସି କହିଛି ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ୱାରେଣ୍ଟାଇନରେ ଅଛନ୍ତି ଏବଂ ୨ ଜଣ ସ୍ଥାନୀୟ ସଂକ୍ରମିତ ।

ଏ ପର୍ଯ୍ୟନ୍ତ ରାଜଧାନୀରେ ମୋଟ ୩୧ ହଜାର ୮୦୮ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୩୧ ହଜାର ୩୩୩ ଜଣ ସୁସ୍ଥ ହୋଇଛନ୍ତି ।

୨୪୫ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୨୦୯ ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, କରୋନା, ଭୁବନେଶ୍ୱର

ଗୋଟିଏ ଦିନରେ ରାଜ୍ୟରେ ୧୮୩ ପଜିଟିଭ, ୧ ମୃତ

January 18, 2021 By LocalWire Leave a Comment

ଭୁବନେଶ୍ୱର, ଜାନୁଆରୀ ୧୮ (ଲୋକାଲ ୱାୟାର) : ଗତ ୨୪ ଘଣ୍ଟାରେ ରାଜ୍ୟର ୨୧ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍‌ରୁ ୧୩୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣକର ମୃତ୍ୟୁ ଘଟିଛି ବୋଲି ସୋମବାର ସ୍ୱାସ୍ଥ୍ୟ ବିଭାଗ କହିଛି ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୫୫ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।

୧୩୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୫, ବାଲେଶ୍ୱରରୁ ୯, ବରଗଡ଼ରୁ ୩, ବଲାଙ୍ଗିରରୁ ୩, ବୌଦ୍ଧରୁ ୨, କଟକରୁ ୨, ଗଜପତିରୁ ୧, ଗଞ୍ଜାମ ୧, ଜଗତସିଂହପୁରରୁ ୧, ଯାଜପୁରରୁ ୭, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୫, ମୟୂରଭଞ୍ଜରୁ ୪, ନୂଆପଡ଼ାରୁ ୧୧, ପୁରୀରୁ ୧୬, ସମ୍ବଲପୁରରୁ ୧୯, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୨୫ ଏବଂ ଷ୍ଟେଟ୍ ଫୁଲ୍‌ରୁ ୧ ଜଣ ଅଛନ୍ତି ।

ଉଲ୍ଲେଖଯୋଗ୍ୟ, ସୋମବାର ସକାଳ ସୁଦ୍ଧା ରାଜ୍ୟରେ ୭୪,୦୨, ୫୩୮ କରୋନା ନମୁନା ପରୀକ୍ଷଣ ହୋଇଛି ।

୩,୩୩,୪୪୪ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩,୨୯, ୫୪୬ ଜଣ ସୁସ୍ଥ ହୋଇଛନ୍ତି ।

୧୯୪୪ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୯୦୧ ଜଣଙ୍କର ମୃତ୍ୟୁ ହୋଇଛି ।

ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, କରୋନା

ରାଜ୍ୟରେ ଆଜି ୨୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ

January 17, 2021 By LocalWire Leave a Comment

ଭୁବନେଶ୍ୱର, ଜାନୁଆରୀ ୧୭ (ଲୋକାଲ ୱାୟାର) : ରାଜ୍ୟରେ ରବିବାର ଆଉ ୨୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି ।

ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ୩, ୨୯, ୫୪୬ ଜଣ ଆରୋଗ୍ୟ ହୋଇଛନ୍ତି ।

ଆରୋଗ୍ୟଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୩୯ ଜଣ ଥିବାବେଳେ ଅନୁଗୁଳରୁ ୨୩, ଖୋର୍ଦ୍ଧାରୁ ୨୦, କେନ୍ଦୁଝରରୁ ୧୯, ବାଲେଶ୍ବରରୁ ୧୬, ବରଗଡ଼ରୁ ୧୩, ଯାଜପୁରରୁ ୧୨, ଝାରସୁଗୁଡ଼ାରୁ ୧୦, ନୂଆପଡ଼ାରୁ ୧୦, ବଲାଙ୍ଗୀରରୁ ୯, କଟକରୁ ୮, ଗଜପତିରୁ ୭, କେନ୍ଦ୍ରାପଡ଼ାରୁ ୫, ମୟୂରଭଞ୍ଜରୁ ୫, ଦେବଗଡ଼ରୁ ୪, ପୁରୀରୁ ୪, ସୁବର୍ଣ୍ଣପୁରରୁ ୪, ଭଦ୍ରକରୁ ୩, ରାୟଗଡ଼ାରୁ ୩, ସମ୍ବଲପୁରରୁ ୩, ବୌଦ୍ଧରୁ ୨, ଗଞ୍ଜାମରୁ ୨, ଜଗତସିଂହପୁରରୁ ୧, କୋରାପୁଟରୁ ୧ ଏବଂ ଷ୍ଟେଟପୁଲରୁ ୫ ଜଣ ଆରୋଗ୍ୟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଏ ପର‌୍ୟ୍ୟନ୍ତ ମୋଟ ୩,୩୩, ୩୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୯୦୦ ଜଣଙ୍କର ମୃତ୍ୟୁ ହୋଇଛି ।

ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, କରୋନା

  • Go to page 1
  • Go to page 2
  • Go to page 3
  • Interim pages omitted …
  • Go to page 193
  • Go to Next Page »

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire